Dnk Live News- ଆଉ ନାହାଁନ୍ତି ବର୍ଷିଆନ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ । ୮୮ ବର୍ଷ ବୟସରେ ଆଖି ବୁଜିଛନ୍ତି ଏହି କଣ୍ଠଶିଳ୍ପୀ । ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲ ରେ ପରଲୋକ ହୋଇଛି । ତାଙ୍କର ମୃତ୍ୟୁ ପରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ପହଞ୍ଚିଛନ୍ତି । ସଙ୍ଗୀତ ନାଟକ ଏକାଡେମୀ ଓ ରାଜ୍ୟ ଚଳଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଏବଂ ସିକନ୍ଦର ଆଲାମ ସମ୍ମାନରେ ସମ୍ମାନିତ ହୋଇଥିଲେ । ପ୍ରଣବଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି ।
ପରପାରିରେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ















Leave a Reply