ଆମେରିକାର ଟାରିଫ ଧମକ ପରେ ବି ଭାରତ ଆସିବେ ପୁଟିନ୍

ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍ ଶୀଘ୍ର ଭାରତ ଗସ୍ତରେ ଆସିପାରନ୍ତି। ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ତାଙ୍କ…